Masthead

ବିଜେପି ନେତାଙ୍କୁ ଗୁଳିମାଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରେ ଗୁଳିମାଡ । ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିମାଡ । ବ୍ରହ୍ମପୁର ସ୍ଥିତ ବ୍ରହ୍ମାନଗରରେ ଗୁଳିମାଡ କରାଯାଇଛି । ଗୁଳିମାଡରେ ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।ସୂଚନାମୁତାବକ ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କ ଘର ବାହାରେ ୨ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି।

ଏକ ବାଇକରେ ଆସି ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ସ୍ଥାନୀୟ ଲୋକେ ଦେଖିଥିବା ସୂଚନା ଦେଇଛନ୍ତି। ଅନ୍ୟପଟେ ଘଟଣାସ୍ଥଳରୁ କିଛି ଯୁବକ ତାଙ୍କୁ ତୁରନ୍ତ ବଡ ମେଡିକାଲକୁ ନେଇ ଯାଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ଗଞ୍ଜାମ ଏସପି ଶୁଭେନ୍ଦୁ ପତ୍ର, ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଏଯାଏଁ ପୋଲିସ ଦୃର୍ବୁତ୍ତ ଙ୍କ ଟେର ପାଇ ପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା