Masthead

ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼

ପାଟନା (ବଡ଼ ଖବର ବ୍ୟୁରୋ): ବିହାରର ପାଟନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ବ୍ୟବସାୟୀ ତଥା ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ଼ ହୋଇଛି । ଗତକାଲି ବିଳମ୍ବିତ ରାତିରେ ରାମଗୁଲାମ ଛକ ନିକଟରେ ଗୋପାଳ ଖେମକା କାର ପାର୍କିଂ କରି ଗାଡିରୁ ଓହ୍ଲାଉଥିଲେ । ଠିକ୍ ସେହି ସମୟରେ କିଛି ଦୁର୍ବୁତ୍ତ ଆସି ତାଙ୍କ ମୁଣ୍ଡକୁ ଗୁଳି ମାଡ଼ କରିଥିଲେ । ପରେ ତାଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା ।

ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପାଟନା ପୋଲିସ ଏବଂ ଫୋରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ୨୦୧୮ ମସିହାରେ ବୈଶାଳୀରେ ଗୋପାଳ ଖେମକାଙ୍କ ପୁଅ ଗୁଞ୍ଜନ ଖେମକାଙ୍କୁ ମଧ୍ୟ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ତେବେ ଗୋପାଳ ଖେମକାଙ୍କୁ କିଏ ଓ କାହିଁକି ଯୋଜନାବଦ୍ଧ ଭାବରେ ହତ୍ୟା କରିଛି ତାର ତଦନ୍ତ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା