Masthead

ଆଜି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ପଷ୍ଟ ହେବ କି ମେଣ୍ଟ ସମୀକରଣ । ଦ୍ୱନ୍ଦ୍ୱ ଭିତରେ ପୁଣି ବଢିଛି ମେଣ୍ଟ ଚର୍ଚ୍ଚା । ଉଭୟ ଶିବିରରେ ନୀରବତା ପରେ ପୁଣି ଥରେ ବିଜେଡି ଏବଂ ବିଜେପି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଆରମ୍ଭ ହୋଇଛି। ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ମୁଖିଆଙ୍କ ସହ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀ । କେନ୍ଦ୍ରର ଶୀର୍ଷ ନେତାଙ୍କ ସହ କରିବେ ଆଲୋଚନା ।  ଆଜି ଦିଲ୍ଲୀରେ ବସିଛି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ଆଜିର ବୈଠକରେ ମେଣ୍ଟ ସମ୍ପର୍କରେ କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ