Masthead

ରାଜନୀତି ମଇଦାନକୁ ଓହ୍ଲାଇବେ ମହମ୍ମଦ ଶାମି!

କୋଲକାତା (ବଡ଼ ଖବର ବ୍ୟୁରୋ): କ୍ରିକେଟ ଛାଡ଼ି ରାଜନୀତି କରିପାରନ୍ତି କ୍ରିକେଟର ମହମ୍ମଦ ଶାମି । ବିଜେପିରୁ ପ୍ରାର୍ଥୀ ହେବା ନେଇ ଜୋରଦାର ଚର୍ଚ୍ଚା ଚାଲିଛି । ଶାମିଙ୍କୁ ଟିକେଟ ଦେଇ ବିଜେପି ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି । ସୂଚନା ଅନୁସାରେ ଶାମିଙ୍କ ସହ ବିଜେପି ଆଲୋଚନା କରି ସାରିଛି । ଶାମି ବିଜେପିରେ ଯୋଗଦେବା ନେଇ ନିଜର ସହମତି କେବେ ପ୍ରକାଶ କରିବେ ସେ ନେଇ କଳ୍ପନାଜଳ୍ପନା ଜାରି ରହିଛି ।

ଶାମିଙ୍କୁ ରାଜ୍ୟର ସଂଖ୍ୟାଲଘୁ ଆସନରେ ଟିକେଟ ଦେବାକୁ ଯୋଜନା ଚାଲଛି । ରାଜ୍ୟର ବଶିରହାଟ ଲୋକସଭା ଆସନରୁ ଶାମିଙ୍କୁ ଟିକେଟ ଦିଆଯିବାର ଯୋଜନା ରହିଥିବା କୁହାଯାଉଛି । ଶାମି ରାଜନୀତି ମଇଦାନରେ ବୋଲିଂ କରିବେ ନା ନାହିଁ ଚୂଡାନ୍ତ ନିଷ୍ପତି ଏବେ ଶାମିଙ୍କ ହାତରେ ରହିଛି । ଶାମି ପଶ୍ଚିମବଙ୍ଗ ରଣଜୀଟ୍ରଫି ଖେଳି ପେସ୍ ବୋଲର ଭାବେ ଅନ୍ତର୍ଜାତୀୟ କ୍ରିକେଟକୁ ଆସିଥିଲେ । ସେ ଏବେ ପଶ୍ଚିମବଙ୍ଗରେ ଘରୋଇ କ୍ରିକେଟ ଖେଳୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି