Masthead

ଲୋକସଭା ନିର୍ବାଚନ: ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଚାଲିଛି ସବୁ ଦଳର ରଣନୀତି । ତେବେ ପୁଣି ଥରେ ସତ୍ତାରେ ରହିବାକୁ ବିଜେପି ଚଳାଇଛି କସରତ। ଖୁବ୍ ଶୀଘ୍ର ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆସିବାକୁ ନେଇ ଚର୍ଚ୍ଚା ହେଉଛି। ଗତକାଲି ଦଳର ନିର୍ବାଚନ କମିଟି ବିଳମ୍ବିତ ରାତି ଯାଏ ବୈଠକ କରିଛି। ୧୦୦ରୁ ୧୨୦ ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଉପରେ ବୈଠକରେ ଚର୍ଚ୍ଚା ହୋଇଛି। ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅମିତ ଶାହ ଓ ରାଜନାଥ ସିଂହଙ୍କ ଭଳି ହେଭିୱେଟଙ୍କ ନାଁ ରହିଛି।

ଦଳ ଖୁବଶୀଘ୍ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ। ଗତକାଲି ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା । ବିଳମ୍ବିତ ରାତି ଯାଏଁ ଚାଲିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ୪ ଘଣ୍ଟା ଧରି ଚାଲିଲା ବୈଠକ । ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଉପରେ ଚର୍ଚ୍ଚା । ଖୁବଶୀଘ୍ର ୧୨୫ ଜଣିଆ ତାଲିକା ଘୋଷଣା କରିପାରେ ବିଜେପି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା