Masthead

ଲୋକସଭା ନିର୍ବାଚନ: ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଚାଲିଛି ସବୁ ଦଳର ରଣନୀତି । ତେବେ ପୁଣି ଥରେ ସତ୍ତାରେ ରହିବାକୁ ବିଜେପି ଚଳାଇଛି କସରତ। ଖୁବ୍ ଶୀଘ୍ର ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆସିବାକୁ ନେଇ ଚର୍ଚ୍ଚା ହେଉଛି। ଗତକାଲି ଦଳର ନିର୍ବାଚନ କମିଟି ବିଳମ୍ବିତ ରାତି ଯାଏ ବୈଠକ କରିଛି। ୧୦୦ରୁ ୧୨୦ ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଉପରେ ବୈଠକରେ ଚର୍ଚ୍ଚା ହୋଇଛି। ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅମିତ ଶାହ ଓ ରାଜନାଥ ସିଂହଙ୍କ ଭଳି ହେଭିୱେଟଙ୍କ ନାଁ ରହିଛି।

ଦଳ ଖୁବଶୀଘ୍ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ। ଗତକାଲି ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା । ବିଳମ୍ବିତ ରାତି ଯାଏଁ ଚାଲିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ୪ ଘଣ୍ଟା ଧରି ଚାଲିଲା ବୈଠକ । ଲୋକସଭା ଆସନରେ ପ୍ରାର୍ଥୀଙ୍କ ନାଁ ଉପରେ ଚର୍ଚ୍ଚା । ଖୁବଶୀଘ୍ର ୧୨୫ ଜଣିଆ ତାଲିକା ଘୋଷଣା କରିପାରେ ବିଜେପି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ