Masthead

ଭୀମସାର ଆଗରେ ବିଜେପି ବିଧାୟକ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବୁର୍ଲା ଭୀମସାରକୁ ଚରମ ଅବହେଳା । ପଶ୍ଚିମାଞ୍ଚଳ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ । ପଶ୍ଚିମାଞ୍ଚଳର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା ବିରୋଧରେ ଓ ଭୀମସାରରେ ଯଥା ଶୀଘ୍ର ଏକମୋ ମେସିନ ଲଗେଇବା ଦାବିରେ ବିଜେପି ପକ୍ଷରୁ ଆଜି ୧୧:୩୦ ସମୟରେ ସ୍ଥାନୀୟ ବୁର୍ଲା ଦିନଦୟାଲ ଉପାଧ୍ୟାୟ ମାର୍କେଟ କମ୍ପ୍ଲେକ୍ସ ଠାରେ ଏକ ଗଣଧାରଣା ଓ ଦାବିପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମରେ ପଶ୍ଚିମାଞ୍ଚଳର ୧୦ଟି ଜିଲ୍ଲାର ସମସ୍ତ ବିଧାୟକ, ବିଧାୟକ ପ୍ରାର୍ଥୀ, ନିର୍ବାଚିତ ପ୍ରତିନିଧି, ଜିଲ୍ଲା ସଭାପତି, ରାଜ୍ୟ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା