ପାରାଦୀପ ଛାଡିଲେ ବିଜେପି ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟସଭା ନିର୍ବାଚନର ମତଦାନକୁ ଆଉମାତ୍ର କିଛି ଘଣ୍ଟା ବାକି ଅଛି । ଗୋଟିଏ ଆସନକୁ ନେଇ ରାଜ୍ୟ ରାଜନୀତି ଏବେ ଉଠୁଛି ପଡ଼ୁଛି । ତିନିଟି ଯାକ ରାଜନୈତିକ ଦଳର ଶୀର୍ଷ ସ୍ତରରେ ରଣନୀତି ପ୍ରସ୍ତୁତି ଚାଲିଛି । ବିଧାୟକମାନଙ୍କୁ ଏକଜୁଟ୍ କରି ରଖିବା ଦୁଇ ମୁଖ୍ୟ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ପାଇଁ କାଠିକର ପାଠ ହୋଇଗଲାଣି । ନିର୍ଦ୍ଦିଷ୍ଟ କିଛି ବିଧାୟକ ଦୁଇ ଦଳର ଟେନସନ୍ ବଢ଼ାଇ ଦେଇଛନ୍ତି । ସେପଟେ ପାରାଦୀପରେ ଥିବା ବିଜେପି ବିଧାୟକମାନେ ପାରାଦୀପରୁ ବାହାରି ଭୁବନେଶ୍ବରରେ ଅଭିମୁଖେ ବାହାରିଛନ୍ତି ।

ଭୁବନେଶ୍ବରରେ ପହଂଚିବା ପରେ ବିଧାନସଭା ଯାଇ ଭୋଟ ଦେବେ । ଦୁଇ ଦିନ ଧରି ପାରାଦୀପରେ ଏକ ହୋଟେଲରେ ଥିଲେ ବିଜେପିର ୭୦ରୁ ଅଧିକ ବିଧାୟକ । କ୍ରସ ଭୋଟିଂ ଭୟ ଭିତରେ ପାରାଦୀପ ଯାଇଥିଲେ ବିଧାୟକ । ୩ଟି ସ୍ବତନ୍ତ୍ର ବସରେ ରାଜ୍ୟ କାର୍ୟ୍ୟାଳୟରୁ ସିଧା ପାରାଦୀପ ଯାଇଥିଲେ ବିଧାୟକ । ରାଜ୍ୟସଭା ନିର୍ବାଚନ ପୂର୍ବରୁ ନିଜ ନିଜ ଦଳର ବିଧାୟକଙ୍କୁ ଏକଜୁଟ କରିବାକୁ ପ୍ରୟାସ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ