Masthead

ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ଆଉ ନରମ ରହିବନି, ବରଂ ଯୁଦ୍ଧ ହେବ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଫେରିଲେ ବିଜେପି ବିଧାୟକ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାତୀୟ ସଭାପତି ଜେପି.ନଡ୍ଡାଙ୍କୁ ଭେଟିବା ପରେ ଭୁବନେଶ୍ୱର ଫେରିଛନ୍ତି । ମୋଦି ଭୁବନେଶ୍ୱର ବିମାନବନ୍ଦରରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଯେଉଁ ଉଦ୍ଦେଶ୍ୟ ନେଇ ଯାଇଥିଲୁ ସେ ନେଇ ଆଲୋଚନା ହୋଇଛି । ଉଭୟ ନେତାଙ୍କ ସହ କଥାବାର୍ତ୍ତା ଉତ୍ସାହିତ କରିଛି । ରାଜ୍ୟରେ ସରକାର ଗଠନ ପାଇଁ କେନ୍ଦ୍ର ବିଜେପି ରାଜ୍ୟ ଶାଖାକୁ ସବୁ ପ୍ରକାରର ସହାୟତା କରିବ ।

ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ଆଉ ନରମ ରହିବନି । ବରଂ ଯୁଦ୍ଧ ହେବ ।ଦଳ କୋଟିଏ ଲୋକଙ୍କ ପାଖକୁ ଯିବ । ସାଂସଦ, ବିଧାୟକ ଓ କାର୍ଯ୍ୟକର୍ତ୍ତାଙ୍କ ଜରିଆରେ ଲୋକଙ୍କ ପାଖକୁ ଯିବ ଦଳ । ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ନରମ ହୋଇନାହିଁ ବରଂ ଆଗକୁ ଯୁଦ୍ଧ ହେବ ବୋଲି କହିଛନ୍ତି ବିରୋଧୀ ଦଳ ନେତା । ୨୦୨୪ରେ ଓଡ଼ିଶାରେ ବିଜେପି ସରକାର ଆସିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଜୟନାରାୟଣ । ଦିଲ୍ଲୀରେ ଅନୁଷ୍ଠିତ ୨ ଦିନିଆ ବିଜେପି ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ୨୪ ସାଧାରଣ ନିର୍ବାଚନ ନେଇ ଦଳ ରଣନୀତି ପ୍ରସ୍ତୁତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା