Masthead

ମୋତେ ରାଜନୈତିକ ଦାୟିତ୍ୱରୁ ମୁକ୍ତ କର: ଗୌତମ ଗମ୍ଭୀର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବ ଦିଲ୍ଲୀରୁ ଭାଜପା ଏମ୍‌ପି ଗୌତମ ଗମ୍ଭୀର ଏଥର ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଆସନ୍ତା ଲୋକସଭା ନିର୍ବାଚନକୁ ନେଇ ବହୁ ଆଲୋଚନା ଚାଲିଥିବା ବେଳେ ଏକ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି। କ୍ରିକେଟରରୁ ନେତା ହୋଇଥିବା ଗୌତମ ଗମ୍ଭୀର ନିର୍ବାଚନ ଲଢିବେ ନାହିଁ ବୋଲି ଜଣାପଡିଛି। ସେ ନିଜେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି।

ସେ ଲେଖିଛନ୍ତି ମୋତେ ରାଜନୈତିକ ଦାୟିତ୍ୱରୁ ମୁକ୍ତ କରିବାକୁ ମୁଁ ବିଜେପି ସଭାପତି ଜେପି ନଡାଙ୍କୁ ନିବେଦନ କରୁଛି, ଯାହାଫଳରେ ମୁଁ କ୍ରିକେଟ ଉପରେ ଧ୍ୟାନ ଦେଇ ପାରିବି ବୋଲି ଗୌତମ କହିଛନ୍ତି। ଗୌତମ ଗମ୍ଭୀର ପୂର୍ବ ଦିଲ୍ଲୀ ଲୋକସଭା ଆସନରୁ ବିଜେପି ଏପି। ୨୦୧୯ ଲୋକସଭା ନିର୍ବାଚନରେ ଜିତିବା ପରେ ସେ ପ୍ରଥମ ଥର ପାଇଁ ସଂସଦରେ ପହଞ୍ଚିଥିଲେ। । ସେ ଆହୁରି ମଧ୍ୟ ଲେଖିଥିଲେ, ମୋତେ ଲୋକଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି। ଜୟ ହିନ୍ଦ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା