Masthead

ସାଂସଦ ଥିଲେ ବିଧାୟକ ହେଲେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଇସ୍ତଫା ଦେଲେ ବିଧାନସଭା ନିର୍ବାଚନରେ ବିଜୟୀ ୧୦ ବିଜେପି ସାଂସଦ । ୩ ରାଜ୍ୟରେ ବିଜୟୀ ପରେ ସାଂସଦ ପଦ ଛାଡ଼ିବାକୁ ନିଷ୍ପତ୍ତି । ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି । ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ​​ଜିତିବା ପରେ ଭାରତୀୟ ଜନତା ପାର୍ଟି ସାଂସଦ କିରୋଡ଼ି ଲାଲ ମୀନା, ରାଜବର୍ଦ୍ଧନ ସିଂ ରାଠୋର, ନରେନ୍ଦ୍ର ସିଂ ତୋମାର, ପ୍ରହ୍ଲାଦ ସିଂ ପଟେଲ, ରାକେଶ ସିଂ, ଉଦୟ ପ୍ରତାପ, ରୀତି ପାଠକ, ଅରୁଣ ସାଓ, ଗୋମତି ସାଇ , ଦିୟା କୁମାରୀ ଏବଂ କିରୋଣି  ଲାଲ ମୀନା ବୁଧବାର ଲୋକସଭାର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ