Masthead

“ଲଖିମପୁରରେ ହିଂସାର ଷଡ଼ଯନ୍ତ୍ର କରିଥିଲା ବିଜେପି”

ଲଖିମପୁର(ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଦଳକୁ ମଜବୁତ କରିବା ପାଇଁ ଏଆଇଏମଆଇଏମର ସଭାପତି ଅସଦୁଦ୍ଦିନ ଓୱେସି ୟୁପିର ବିଭିନ୍ନ ଜିଲ୍ଲା ଗସ୍ତରେ ଯାଇଛନ୍ତି। ଆଜି ଓୱେସି ଉତରାଉଲରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ, ଲଖୀମପୁରରେ ହୋଇଥିବା ହିଂସା ସମ୍ପର୍କରେ କଥା ହୋଇଛନ୍ତି।

ଓୱେସି କହିଛନ୍ତି – ଲଖିମପୁରରେ ହିଂସା ହେବାର କୌଣସି ଘଟଣା ନାହିଁ, ବରଂ ଏହା ବିଜେପିର ଷଡଯନ୍ତ୍ର। ଓୱାଇସି ପୋଲିସର କାର୍ୟ୍ୟାନୁଷ୍ଠାନ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। କେବଳ ସେତିକି ନୁହେଁ ଉଭୟ କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ଯୋଗୀ ସରକାରକୁ ମଧ୍ୟ ସମାଲୋଚନା କରିଛନ୍ତି ଓସ୍ୱେସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ