Masthead

‘ବିଜେଡି ମୁକ୍ତ ଓଡ଼ିଶା ଗଠନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରେସମିଟ । ବିଜେଡି ମୁକ୍ତ ଓଡ଼ିଶା ଗଠନ କରିବାକୁ ଦେଲେ ଆହ୍ୱାନ । ସେ କହିଛନ୍ତି ପକ୍କା ଘର, ଶୌଚାଳୟ, ପିଇବା ପାଣି, ବିଜୁଳି, ରାସ୍ତା, କୃଷକଙ୍କ ଆଉ ଦୁଇଗୁଣ, ରୋଜଗାର ପାଇଁ କେନ୍ଦ୍ର ଯୋଜନା ପରେ ଯୋଜନା କରୁଛନ୍ତି । କିନ୍ତୁ ଓଡ଼ିଶାରେ ଅଭାବନୀୟ ସ୍ଥିତି । ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ । ସେପଟେ ଏହାର ଜବାବ ରଖିଛନ୍ତ ବିଜେଡି ଉପସଭାପତି ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକ । କ

ହିଛନ୍ତି ବିଜେପି ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ଦରଦାମ ବୃଦ୍ଧିକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି । ତେଣୁ ସମଗ୍ର ଭାରତର ଲୋକେ ଚିନ୍ତା କଲେଣି କେମିତି ବିଜେପି ମୁକ୍ତ ଭାରତ ଗଠନ କରିବେ । କର୍ଣ୍ଣାଟକ ପ୍ରଭାବ ଦେଶର ଅନ୍ୟ ରାଜ୍ୟ ଉପରେ ବି ପଡିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା