Masthead

ପାଇକ ସ୍ମାରକୀ କରିବା ପାଇଁ ସରାକରଙ୍କ ଆଗ୍ରହ ନାହିଁ : ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ପାଇକ ବିଦ୍ରୋହ ସ୍ମାରକୀକୁ ନେଇ ରାଜ୍ୟସରକାରଙ୍କ ଉପରେ ବର୍ଷିଲା ବିଜେପି । ରାଜ୍ୟ ବିଜେପି ଉପସଭାପତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରେସମିଟ୍ କରି କହିଛନ୍ତି ୨୦୧୭ ଜାନୁଆରୀ ୧୮ ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ । ୨୦୧୭ରୁ ୨୦୨୩ ହୋଇଗଲାଣି, ଛ ବର୍ଷ ବିତିଲାଣି ଜମି ହସ୍ତାନ୍ତର ହୋଇପାରିଲା ନାହିଁ । କେନ୍ଦ୍ର ସଂସ୍କୃତି ବିଭାଗ ୫୦ ଏକର ଜମି ମାଗି ଥିବା ବେଳେ, ୯.୫ ଏକର ଜମି ଦେଇଛି ରାଜ୍ୟ ସରକାର । ରାଜ୍ୟ ପକ୍ଷରୁ ଦିଆଯାଇଥିବା ଜମିର କ୍ଳିଅରାନ୍ସ ଦେଇନାହାନ୍ତି ରାଜ୍ୟ ସରକାର ।

ଗଛ କଟା ଗଲା ନାହିଁ, ଇଲେକ୍ଟ୍ରି ପୋଲ ସ୍ଥାନାନ୍ତର ହୋଇନାହିଁ । ଏପଟେ ୭୭୯ ଗଛର ସ୍ଥାନାନ୍ତରଣ ଲାଗି ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ଆଇଓସିଏଲ ଠାରୁ ନେଇଛନ୍ତି । ରାଜ୍ୟ ସରକାର କେନ୍ଦ୍ର ସଂସ୍କୃତି ବିଭାଗକୁ ଜମି ହସ୍ତାନ୍ତର କରୁ ନାହାନ୍ତି, ସେଥିପାଇଁ କାମ ଆଗେଇ ପାରୁ ନାହିଁ । ଯେତେ ଶୀଘ୍ର ଜମିକୁ ବନ ବିଭାଗ ହସ୍ତାନ୍ତର କରିବେ କାମ ଶୀଘ୍ର ଆରମ୍ଭ ହେବ ନଚେତ ପାଇକ ସ୍ମାରକୀ କରିବା ପାଇଁ ବିଜେଡିର ଆଗ୍ରହ ନାହିଁ । ସେମାନଙ୍କୁ ଜଗନ୍ନାଥ ସଦବୁଦ୍ଧି ଦିଅନ୍ତୁ, ଆଗାମୀ ଅଧିବେଶନରେ ବିଧାନସଭାରେ ଏ ପ୍ରସଙ୍ଗ ଉଠାଇବ ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା