Masthead

ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର: ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚାଷୀଙ୍କ ପ୍ରତି ବିଜେଡିର ବିଶ୍ୱାସଘାତ ନେଇ ବିଜେପିର ଟାର୍ଗେଟ  । ପ୍ରେସମିଟରେ ରାଜ୍ୟ ସରକାରଙ୍କୁ ପ୍ରଦୀପ ପୁରୋହିତଙ୍କ ସମାଲୋଚନା । କହିଛନ୍ତି ଓଡ଼ିଶା ଚାଷୀଙ୍କ ଆୟରେ ଦେଶରେ ତଳ ଆଡ଼ୁ ଦ୍ୱିତୀୟ ସ୍ଥାନରେ । ଚାଷୀଙ୍କୁ ୧୦ ହଜାର ଦେବେ କହି ୪ ହଜାର ଟଙ୍କା ଦେଲେ । ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର । ୨୦୧୯ରେ ଝିଅ ବିବାହ ପାଇଁ ଚାଷୀଙ୍କୁ ୨୫ ହଜାର ଦେବେ କହିଲେ ।

କେତେ ଜଣଙ୍କୁ ୨୫ ହଜାର ଦେଇଛନ୍ତି ସରକାର ଉତ୍ତର ଦିଅନ୍ତୁ । ସେ ଆହୁରି ମଧ୍ୟ କହଛନ୍ତି ବିଜେପି ଆସିଲେ ୫ ବର୍ଷରେ ଚାଷୀଙ୍କ ଆୟ ଦ୍ୱିଗୁଣିତ ହେବ । ୪୮ ଘଣ୍ଟାରେ ଧାନ କ୍ୱିଣ୍ଟାଲ୍ ପ୍ରତି ୩୧୦୦ ଟଙ୍କା ଚାଷୀଙ୍କୁ ମିଳିବ । କଟଣୀ ଛଟନୀ ବନ୍ଦ କରିବୁ, ପ୍ରତି ବ୍ଲକରେ ଶୀତଳଭଣ୍ଡାର କରିବୁ । ସରକାରଙ୍କୁ ପ୍ରଶ୍ନ କରି କହିଛନ୍ତି କାଳିଆ ଯୋଜନାର ବାକି ୬ ହଜାର ଟଙ୍କା କୁଆଡ଼େ ଗଲା? କୃଷକଙ୍କ ପାଇଁ ଥିବା ୬ ହଜାର କୋଟିର ହିସାବ ସରକାର ଦେଲେନି । ଶହେ ଟଙ୍କା ବୋନସ ଦେବେ କହିଥିଲେ, ଚାଷୀଙ୍କୁ ପ୍ରତାରଣା କଲେ । ବିଜେପି ସରକାର ହେଲେ ଦଳ ଜନାଦେଶକୁ ସମ୍ମାନ ଦେବ । ୫ ବର୍ଷ ଭିତରେ ଚାଷୀଙ୍କ ପାଇଁ ଥିବା ସଂକଳ୍ପ କାର୍ଯ୍ୟକାରୀ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା