Masthead

ବିଜେଡିର ରାସ୍ତା ଅବରୋଧକୁ ନିନ୍ଦା କରିଛିି ବିଜେପି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ବିଜେପି ଜିଲ୍ଳା କାର୍ଯ୍ୟାଳୟ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ପକ୍ଷରୁ ହେବାକୁ ଥିବା ଦୁଇ ଘଣ୍ଟିଆ ରାସ୍ତା ଅବରୋଧକୁ ଦୃଢ଼ ନିନ୍ଦା କରିଛି ବିଜେପି । ଅନୁଗୋଳ ବିଜେପି ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନଙ୍କ ନେତୃତ୍ଵରେ ଏହି ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମିଳନୀରେ ପୂର୍ବତନ ରାଜ୍ୟ ସଭା ସାଂସଦ ରୁଦ୍ର ନାରାୟଣ ପାଣି, କାଳନ୍ଦି ସାମଲ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ