Masthead

ମିଛ କହି ବିଧାନସଭାକୁ ଅପବିତ୍ର କରିଛନ୍ତି ମୁଖ୍ୟମନ୍ତ୍ରୀ: ମନୋଜ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କରିଛି ବିଜେପି । ନବ ଦାସଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିଲା । କିନ୍ତୁ ଷଡ଼ଯନ୍ତ୍ର ବାବଦରେ ତଦନ୍ତ କରାଗଲା ନାହିଁ । କ୍ରାଇମବ୍ରାଞ୍ଚ କେବଳ ଲିପାପୋତିରେ ମାହିର । ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଭ୍ରମିତ କରାଇଲେ । ବିଧାନସଭାକୁ ମୁଖ୍ୟମନ୍ତ୍ରୀ ମିଛ କହି ଅପବିତ୍ର କରିଛନ୍ତି ।

ତେଣୁ ଆସନ୍ତା ବିଧାନସଭା ଅଧିବେଶନରେ ମିଛ କହିଥିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି କହିଛି ଦଳ । ବିଜେପି ସିବିଆଇ ତଦନ୍ତ ଦାବି କରିଥିଲା । କିନ୍ତୁ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିଲେ ଆମେରିକା ତଦନ୍ତକାରୀ ସଂସ୍ଥା ଏଫବିଆଇ ତଦନ୍ତ କରିବ । ଏଫବିଆଇ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା