Masthead

କାକଟପୁରକୁ ଏନଏସି ଘୋଷଣା ନକରିବା ପ୍ରତିବାଦରେ ବନ୍ଦ ଡାକରା

ପୁରୀ (ବଡ଼ ଖବର ବ୍ୟୁରୋ): କାକଟପୁରକୁ ଏନଏସି ଘୋଷଣା ନକରିବା ପ୍ରତିବାଦରେ ବିଜେପି ତରଫରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ନିକଟରେ ରାଜ୍ୟ ସରକାର ୩୫ ଟି ଏନଏସି ଘୋଷଣା କରିଥିବା ବେଳେ ପୁରୀ ଜିଲ୍ଲା କାକଟପୁର ପ୍ରତି ରାଜ୍ୟ ସରକାର କ୍ରମାଗତ ଭାବେ ବୈମାତୃକ ମନୋଭାବ ପୋଷଣ କରୁଥିବା ବିଜେପି ଅଭିଯୋଗ କରିଛି।

ଆଜି କାକଟପୁର ବିଜେପି ପକ୍ଷରୁ କାକଟପୁର କୁ ଏନଏସି ମାନ୍ୟତା ଦାବିରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୁ ପ୍ରସାଦ ତରାଇଙ୍କ ନେତୃତ୍ବରେ ଶତାଧିକ ବିଜେପି କର୍ମୀ ଓ ନେତା ସାମିଲ ହୋଇ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ଏନଏସି ଘୋଷଣା ଦାବିରେ ନାରାବାଜି ଦେଇଥିଲେ। ତେବେ କାକଟପୁରକୁ ନୂତନ ଏନଏସି ମାନ୍ୟତା ଦିଆ ନଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତାର ହେବ ବୋଲି ଚେତାବନୀ ଦେଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ