Masthead

ବିଦ୍ୟୁତ ଶୁଳ୍କ ବୃଦ୍ଧିର ପ୍ରତିବାଦ

ବଡ଼ମ୍ବା (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ବଡ଼ମ୍ବା ବିଜେପି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବଡମ୍ବା ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ସ୍ଥାନୀୟ ତହସିଲଦାରଙ୍କ ଜରିଆରେ ଏହି ସ୍ମାରକପତ୍ର ପ୍ରଦାନ କରାଯାଇଛି। ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ବିଜୟ କୁମାର ଦଳବେହେରାଙ୍କ ନେତୃତ୍ୱରେ ବଡମ୍ବା, ନରସିଂହପୁରର ବହୁ ବିଜେପି ନେତା ଓ କର୍ମୀ ଗାନ୍ଧୀଛକ ଠାରୁ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ । ପରେ ଶୋଭାଯାତ୍ରା ସ୍ଥାନୀୟ ବିଦ୍ୟୁତ କାର୍ୟ୍ୟାଳୟରେ ପହଞ୍ଚିଥିଲା। ସେଠାରୁ ତହସିଲ କାର୍ୟ୍ୟାଳୟରେ ପହଞ୍ଚି ଥିଲା । ମହାମାରୀ କରୋନା ସମୟରେ ଜନସାଧାରଣଙ୍କ ଆର୍ଥିକ ଓ ସାମାଜିକ ସ୍ଥିତି ଦୁର୍ବଳ ହୋଇପଡିଛି । ଏହି ସମୟରେ ବିଦ୍ୟୁତ ଶୁକ୍ଳ ୟୁନିଟ ପ୍ରତି ୨୦ ପଇସା ବୃଦ୍ଧିକୁ ସହଜରେ ଗ୍ରହଣ କରିପାରୁନି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ