Masthead

ଭଣ୍ଡାରିପୋଖରୀରେ ବିଜେପି ପକ୍ଷରୁ ବ୍ଲକ୍ ଘେରାଉ

ଭଣ୍ଡାରିପୋଖରୀ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ପ୍ରକାର ଦାବି ନେଇ ଭଣ୍ଡାରିପୋଖରୀ ବିଜେପି ପକ୍ଷରୁ ବ୍ଲକ ଘେରାଉ କରାଯାଇଛି । ଭଣ୍ଡାରିପୋଖରୀ ବିଜେପି ନେତା ବଦ୍ରିନାରାୟଣ ଧଳଙ୍କ ନେତୃତ୍ୱରେ ହଜାର ହଜାର ଦଳୀୟ କର୍ମୀ ବ୍ଳକକୁ ଘେରାଉ କରିବା ସହିତ ଏକ ପ୍ରତିବାଦ ସଭା ବ୍ଲକ୍ ଅଫିସ୍ ସମ୍ମୁଖରେ କରିଥିଲେ । ଓଡ଼ିଶା ସରକାର ଓଡ଼ିଶାର ବିକାଶ କରିବା ବଦଳରେ ବିନାଶ କରିଛନ୍ତି ବୋଲି ନେତାମାନେ ଅଭିଯୋଗ କରିଛନ୍ତି । ଏହା ସହିତ ଆବାସ ଯୋଜନାରେ ହେରଫେର ଭତ୍ତା ହେରଫେର ଆଦିକୁ ନେଇ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଓଡ଼ିଶା ସରକାରକାରକୁ ଚେତାବନୀ ଦେବା ସହିତ ବିଡିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା