Masthead

ଧୀରଜ ସାହୁଙ୍କ କୁଶପୁତ୍ତଳିକା ଦାହ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ମଦ ବ୍ୟବସାୟୀଙ୍କ ଠାରୁ ୩୪୮ କୋଟି ଜବତ ଘଟଣା । ଛତିଶଗଡ଼ ଏମପି ଧୀରଜ ସାହୁଙ୍କ ଘରେ ଆଇଟି ରେଡ ହୋଇ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । କଂଗ୍ରେସର ଏମପି ଥିବା ଧୀରଜ ସାହୁଙ୍କ ଘରୁ ୩୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଜବତ ହେବା ଘଟଣାରେ ରାଜନୀତି ବଢିବାରେ ଲାଗିଛି ।

ବୌଦ୍ଧ ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ଧୀରଜ ସାହୁଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି । ବୌଦ୍ଧ ଠାରେ ଥିବା ବିଡିପିଏଲ ଉଚ୍ଛେଦ, ଧୀରଜ ସାହୁଙ୍କ ଇସ୍ତଫା ଦାବି ସହିତ ସମ୍ପୃକ୍ତ ଥିବା ଅନ୍ୟ କିଛି ମନ୍ତ୍ରୀଙ୍କ ମଧ୍ୟ ଇସ୍ତଫା ଦାବିକରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ