Masthead

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ବ୍ଲକ ଘେରାଉ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରର ଦୁର୍ନୀତି ବିରୋଧରେ ବ୍ଲକ ଘେରାଉ କରିଛୀ କଳାହାଣ୍ଡି ଜିଲ୍ଲାର ବିଜେପି ଦଳ । ଜିଲ୍ଲା ବିଜେପି ସଭାପତି ଆର୍ତ୍ତତ୍ରଣ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଭବାନୀପାଟଣା ବ୍ଲକ ଘେରାଉ କରିଥିଲେ । ଏଥିରେ ସାଧାରଣ ଜନତା ସହିତ ଶତାଧିକ ମହିଳା ମଧ୍ୟ ସାମିଲ ହୋଇଥିଲେ । ସାଧାରଣ ଜନତା ନିଜର ନିଜର ଅଭିଯୋଗ ମାନ ଆଣିଥିଲେ । ଏଠାକାର ପ୍ରଶାସନର ମନମୁଖୀ କାର୍ୟ୍ୟକଳାପକୁ ନିନ୍ଦା କରିଥିଲୋ ଦୀର୍ଘ ୨୪ ବର୍ଷ ସରକାରରେ ଲୋକେ ତାଙ୍କର ମୌଳିକ ସୁବିଧା ପାଇବାରୁ ଏବେବି ବଞ୍ଚିତ ଥିବା ଅଭିଯୋଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା