Masthead

ବାଲେଶ୍ୱରରେ ଏସପି ଅଫିସ ଘେରିଲା ବିଜେପି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ଏସପି ଅଫିସ ଘେରିଲା ବିଜେପି । ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛି । ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ କୁ ନେଇ ଗତ ୨୮ ତାରିଖ ରେ ବିଜେପି ଯୁବ ମୋର୍ଚ୍ଚା ବିଧାନସଭା ଘେରିବାକୁ ଯାଇଥିବା ବେଳେ ଭୁବନେଶ୍ଵର ଲୋୟର ପିଏମଜି ଠାରେ ପୋଲିସର ଆକ୍ରମଣରେ ଶିକାର ହୋଇଥିଲେ ବିଜେପି ଯୁବ ମୋର୍ଚ୍ଚା ର ହଜାର ହଜାର କର୍ମୀ ।

ଯୁବ ମୋର୍ଚ୍ଚା ପ୍ରତିବାଦ କୁ ରୋକିବା ପାଇଁ ପୋଲିସ ଉଦ୍ୟମ କରିବା ସମୟର ଯୁବମୋର୍ଚ୍ଚା ଓ ପୋଲିସ ମଧ୍ୟରେ ହୋଇଥିଲା ଧସ୍ତାଧସ୍ତି । ପିଏମଜି ପାଲଟିଥିଲା ରଣକ୍ଷେତ୍ର । ରାଜ୍ୟ ପୋଲିସର ବର୍ବରତା କୁ ନେଇ ଡିଜି ଓଡ଼ିଶା ଓ ଟୁଇନ ସିଟି ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ରାଜ୍ୟ ବିଭିନ୍ନ ସମସ୍ତ ଜିଲ୍ଲା ଏସପି କାର୍ଯ୍ୟାଳୟକୁ ଆଜି ଘେରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା