Masthead

ବାଲେଶ୍ୱରରେ ଏସପି ଅଫିସ ଘେରିଲା ବିଜେପି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ଏସପି ଅଫିସ ଘେରିଲା ବିଜେପି । ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛି । ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ କୁ ନେଇ ଗତ ୨୮ ତାରିଖ ରେ ବିଜେପି ଯୁବ ମୋର୍ଚ୍ଚା ବିଧାନସଭା ଘେରିବାକୁ ଯାଇଥିବା ବେଳେ ଭୁବନେଶ୍ଵର ଲୋୟର ପିଏମଜି ଠାରେ ପୋଲିସର ଆକ୍ରମଣରେ ଶିକାର ହୋଇଥିଲେ ବିଜେପି ଯୁବ ମୋର୍ଚ୍ଚା ର ହଜାର ହଜାର କର୍ମୀ ।

ଯୁବ ମୋର୍ଚ୍ଚା ପ୍ରତିବାଦ କୁ ରୋକିବା ପାଇଁ ପୋଲିସ ଉଦ୍ୟମ କରିବା ସମୟର ଯୁବମୋର୍ଚ୍ଚା ଓ ପୋଲିସ ମଧ୍ୟରେ ହୋଇଥିଲା ଧସ୍ତାଧସ୍ତି । ପିଏମଜି ପାଲଟିଥିଲା ରଣକ୍ଷେତ୍ର । ରାଜ୍ୟ ପୋଲିସର ବର୍ବରତା କୁ ନେଇ ଡିଜି ଓଡ଼ିଶା ଓ ଟୁଇନ ସିଟି ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇ ରାଜ୍ୟ ବିଭିନ୍ନ ସମସ୍ତ ଜିଲ୍ଲା ଏସପି କାର୍ଯ୍ୟାଳୟକୁ ଆଜି ଘେରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା