Masthead

ବଡ଼ଚଣାରେ ଅମରଙ୍କ ଶକ୍ତି ପ୍ରଦର୍ଶନ, ଏକାଠି ହେଲେ ଶତାଧିକ କର୍ମୀ

ବଡ଼ଚଣା(ବଡ଼ ଖବର ବ୍ୟୁରୋ): ବଡ଼ଚଣାରେ ଅମରଙ୍କ ଶକ୍ତି ପ୍ରଦର୍ଶନ । ଏକାଠି ହେଲେ କର୍ମୀ । ରାଜ୍ୟ ବିଜେପି ପକ୍ଷରୁ ପ୍ରଥମ ପର୍ୟାୟରେ ଟିକେଟ ଘୋଷଣା ହେବା ପରେ ଦଳୀୟ କର୍ମୀଙ୍କ ଖୁସିର ଲହରୀ ଦେଖା ଦେଇଥିଲା ବଡ଼ଚଣା ବିଜେପି ବିଧାୟକ ପ୍ରାର୍ଥୀ ଅମର ନାୟକଙ୍କ ବିଶାଳ ବାଇକ ସୋ । ହଜାର ହଜାର କର୍ମୀ ବଡଚଣାର ନେଳିଆ ଠାରେ ଏକତ୍ର ହୋଇ ଅମରଙ୍କୁ ଭବ୍ୟ ସ୍ଵାଗତ ଜଣାଇଥିଲେ ।

ପରେ ବିଶାଳ ମଟର ସାଇକେଲ ରେ ଛତିଆରୁ ଆରମ୍ଭ କରି ପ୍ରସିଦ୍ଧ ଶୈବପୀଠ ବାବା ମହାବିନାୟକଙ୍କ ପାଖରେ ପହଁଞ୍ଚିଥିଲେ ବାବାଙ୍କ ପାଖରେ ପୂଜାର୍ଚ୍ଚନା କରିବା ସହ ବାବାଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରି ବିଶାଳ ରାଲିରେ ସମଗ୍ର ଅଞ୍ଚଳ ଗେରୁଆ ହୋଇଯାଇଥିଲା ଆଜିର ଏ ବିଶାଳ ରାଲି ପ୍ରମାଣ କରିଦେଉଛି ଅମର ନାୟକଙ୍କ ପ୍ରତି ବଡ଼ଚଣା ବାସୀଙ୍କ କେତେ ଭଲ ପାଇବା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ