Masthead

ମୁଖ୍ୟମନ୍ତ୍ରୀ ଧନୀ ହେଲେ କ’ଣ ହେବ, ଓଡ଼ିଶା ଗରିବ: ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଡିଆର ରିପୋର୍ଟ ନେଇ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ରଙ୍କ ପ୍ରତିକ୍ରିୟା । କହିଲେ ଓଡ଼ିଶା ସବୁଥିରେ ନମ୍ବର ୱାନ। ମୁଖ୍ୟମନ୍ତ୍ରୀ ଧନୀ। କିନ୍ତୁ ଓଡ଼ିଶା ଲୋକ ଗରିବ । ଏକଥା ସ୍ପଷ୍ଟ ଜଣାପଡ଼ୁଛି। ଖାଦ୍ୟ ସୁରକ୍ଷା ଆଇନରେ ୪କୋଟି ୨୬ ଲକ୍ଷ ଲୋକଙ୍କୁ ସାମିଲ କରିଥିଲେ। ପୁଣି କହିଲେ ଆହୁରି ୨୫ଲକ୍ଷ ଲୋକ ସାମିଲ ହେବା ଦରକାର। ତେଣୁ ଗରିବ ସଂଖ୍ୟା ବଢୁଛି। ଘର ବି ଅଧିକ ମାଗୁଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଧନୀ ଓଡ଼ିଶା ଗରିବ ଏକଥା ରିପୋର୍ଟ ସ୍ପଷ୍ଟ ଭାବରେ ଜଣାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ