Before Header

ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ: ମନମୋହନ ସାମଲ

0 890

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିଜେପି ପକ୍ଷରୁ ଜାରି ହେଲା ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ । ବିଜେପି କାର୍ଯ୍ୟାଳୟରେ ଓଡ଼ିଆ ସଂକଳ୍ପପତ୍ର ଲୋକାର୍ପିତ ହୋଇଛି । ସଂକଳ୍ପପତ୍ର ଲୋକାର୍ପଣ କଲେ ସଭାପତି ମନମୋହନ ସାମଲ । ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ମନମୋହନ କହିଛନ୍ତି। ଏହି ଅବସରରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମରଙ୍କ ସହ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।

Leave A Reply

Your email address will not be published.