Masthead

‘ଡିଏନ’ ଗ୍ରୁପ ରେଡ ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ‘ଡିଏନ’ ଗ୍ରୁପ ରେଡ଼ ପ୍ରସଙ୍ଗରେ ରାଜ୍ୟ ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳଙ୍କ ପ୍ରତିକ୍ରିୟା । କହିଛନ୍ତି ବ୍ୟବସାୟୀ ଜଗଦୀଶ ପ୍ରସାଦ ନାୟକଙ୍କ ସହ ତୃତୀୟ ମହଲାର ସଂପର୍କ ଥିଲା । ଡିଏନ୍ ହୋମସର ରିୟଲ ଇଷ୍ଟେଟ ବିଜିନେସ ମାଧ୍ୟମରେ ଅଣଓଡିଆ ଆଇଏଏସ ଏବଂ ବିଜେଡି ନେତାମାନଙ୍କ କଳା ଟଙ୍କା ଧଳା ହେଉଥିଲା ।

ବିଜେଡି ନେତା ଓ ବିଧାୟକଙ୍କର ବି ମନି ଲଣ୍ଡରିଂ ମାଧ୍ୟମ ସାଜିଥିଲା ସେହି କଂପାନୀ । ସିଏମଓ ଏବେ କରପସନ୍ ମୋବିଲାଇଜେସନ୍ ଅଫିସ ସାଜିଛି ବୋଲି କହିଲା ବିଜେପି । ଜାପାନ ନିବେଶ ସମ୍ମିଳନୀର ଦାୟିତ୍ୱ କଂପାନୀ ମାଲିକ ଜଗଦୀଶ ନାୟକଙ୍କୁ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଜଗଦୀଶଙ୍କ ବ୍ୟବସାୟୀକ ଏବଂ ଘରୋଇ ଉତ୍ସବରେ ବି ଯୋଗ ଦେଉଉଥିଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ