ବିଜେପିର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ପକ୍ଷରୁ  ପ୍ରଚାରକ ଘୋଷଣା କରାଯାଇଛି । ବିଜେପି ମଧ୍ୟ ୪୦ ଜଣିଆ ପ୍ରଚାରକ ଟିମ୍ ଘୋଷଣା କରିଛି । ଏହି ଟିମରେ ୩ କେନ୍ଦ୍ରମନ୍ତ୍ରୀ ସ୍ଥାନ ପାଇଛନ୍ତି । ପ୍ରଚାରର ମଙ୍ଗ ଧରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ, ଅଶ୍ୱିନୀ ବୈଷ୍ଣବ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଅନ୍ୟମାନଙ୍କ ମଧ୍ୟରେ ସୁନୀଲ ବଂଶଲ, ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ଅପରାଜିତା ଷଡଙ୍ଗୀ, ସମ୍ବିତ ପାତ୍ର, ବୈଜୟନ୍ତ ପଣ୍ଡା, ଜୟନାରାୟଣ ମିଶ୍ର ପ୍ରମୁଖ ପ୍ରଚାର କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’