Masthead

ବରିଷ୍ଠ ବିଜେପି ନେତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ  ମାତୃ ବିୟୋଗ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀଙ୍କ ମାତୃ ବିୟୋଗ । ତାଙ୍କ ମାତା ଶ୍ରୀମତୀ ଚନ୍ଦ୍ରମଣୀ ତ୍ରିପାଠୀଙ୍କର ଭୁବନେଶ୍ୱର ଏମ୍ସ (AIIMS) ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।

ସ୍ୱର୍ଗତଃ ଚନ୍ଦ୍ରମଣୀ ତ୍ରିପାଠୀ ଜଣେ ଅତ୍ୟନ୍ତ ସ୍ନେହୀ, ମିଷ୍ଟାଭାଷୀ, ଅମାୟିକ ଏବଂ ଧର୍ମପରାୟଣା ମହିଳା ଭାବେ ସ୍ଥାନୀୟ ଅଞ୍ଚଳରେ ପରିଚିତ ଥିଲେ। ତାଙ୍କର ଏହି ଅକାଳ ବିୟୋଗରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି ଗଭୀର ଶୋକବ୍ୟକ୍ତ କରିଛନ୍ତି। ଶ୍ରୀ ତ୍ରିପାଠୀଙ୍କ ପରିବାରକୁ ଏହି କଷ୍ଟ ସମୟରେ ସମବେଦନା ଜଣାଇବା ସହ ଅନେକ ଦଳୀୟ କାର୍ଯ୍ୟକର୍ତ୍ତା ଓ ନେତୃବୃନ୍ଦ ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀମତୀ ତ୍ରିପାଠୀଙ୍କ ଶେଷ ଦର୍ଶନ ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛୁ ଓ ସମ୍ପର୍କୀୟଙ୍କ ପହଞ୍ଚିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର