Masthead

ସବୁ ଠିକ୍ ଚାଲିଛି: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଗଣମାଧ୍ୟମରେ ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଛନ୍ତି ସବୁ ଠିକ ଚାଲିଛି । ଆମର ଯାହା ପ୍ରକ୍ରିୟା କରାଯାଉଛି । ସବୁ ବିଷୟରେ ବିଚାର ଆଲୋଚନା କରାଯାଉଛି । ସେପଟେ ମେଣ୍ଟ ହେବ ନା ନାହିଁ ସମସ୍ତଙ୍କ ମନରେ ପ୍ରଶ୍ନ । ରାଜ୍ୟର ସାଧାରଣ ଲୋକଙ୍କ ମନରେ ଏହାକୁ ନେଇ ଉଙ୍କି ମାରୁଥିବା ପ୍ରଶ୍ନର ଉତ୍ତର କାହା ପାଖରେ ନାହିଁ ।

ସେପଟେ ଆଜି ନବୀନ ନିବାସରେ ବସୁଛି ବିଜେଡିର ବଡ଼ ବୈଠକ । ଅପରାହ୍ନ ୪ଟା ୩୦ରେ ବୈଠକ ହେବ ବୋଲି କୁହାଯାଉଛି । ବରିଷ୍ଠ ନେତା ମାନଙ୍କ ସହ ଜିଲ୍ଲା ପର୍ଯ୍ୟବେକ୍ଷକ ମାନେ ମଧ୍ୟ ବୈଠକରେ ସାମିଲ ହେବେ ବୋଲି ସୂଚନା ମିଳିଛି । ବୈଠକରେ ନିର୍ଦ୍ଦିଷ୍ଟ କେଉଁ ବିଷୟରେ ଆଲୋଚନା ହେବ ସେନେଇ ସୂଚନା ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ