Masthead

ଆଜି ବସିବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗ ସମେତ କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଆଲୋଚନା ହେବ ।

ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ