Masthead

ଭାଜପା ରଣନୀତି: ପୋପ ମୋଦି ଭେଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଏବଂ ପୋପଙ୍କ ଭେଟକୁ ନେଇ ଉଠିଛି ଅନେକ ପ୍ରଶ୍ନ । ମାତ୍ର ଏଥିରେ ବିଜେପିର ଖାସ ରଣନୀତି ଥିବା ମନେକରାଯାଉଛି । ଯାହାର ଲାଭ ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନରେ ମିଳିବାକୁ ଯାଉଛି । କେରଳ ନିର୍ବାଚନ ଶକ୍ତିରେ ପରିଣତ ହେବାକୁ ଚେଷ୍ଟା କରୁଥିବା ବେଳେ ପୋପ ମଣିପୁର ଏବଂ ଗୋଆର କ୍ଷମତା ବଜାୟ ରଖିବା ପାଇଁ ବିଜେପି ଖ୍ରୀଷ୍ଟିଆନ ସମ୍ପ୍ରଦାୟକୁ ଏକ ଆଶାକର୍ମୀ ଭାବେ ଦେଖୁଛି ।

ରୋମାନର ମୁଖ୍ୟ ପୋପଙ୍କ ସହ ମୋଦିଙ୍କ ସାକ୍ଷାତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଜେପି ସୂତ୍ରରୁ ଜଣାପଡିଛି । ଗୋଆ , ୟୁପି , ଉତ୍ତରାଖଣ୍ଡ ଏବଂ ପଞାବ ଏହି ୫ଟି ରାଜ୍ୟରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ୨୨ ବର୍ଷ ପରେ ପୋପଙ୍କର କୌଣସି ରାଷ୍ଟ୍ରାଧ୍ୟକ୍ଷଙ୍କ ସହ ସାକ୍ଷାତ ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ