Masthead

ଘୋଷଣା ହେଲା ବିଜେପି ଟିକେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭାରତୀୟ ଜନତା ପାର୍ଟି ଆଜି ୫ମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଓଡ଼ିଶାର ମୋଟ ୨୧ ଆସନରୁ ୧୮ ଲୋକସଭା ସିଟ୍‌ରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। ଚର୍ଚ୍ଚିତ ଚେହେରାଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଆସନରୁ ଲଢିବାକୁ ଯାଉଛନ୍ତି । ସେହିପରି ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦଳ କେନ୍ଦ୍ରାପଡାରୁ ଟିକେଟ ଦେଇଛି ।

ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ମୟୂରଭଞ୍ଜରୁ ନବ ଚରଣ ମାଝୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ଭଦ୍ରକରୁ ଅଭିମନୁ୍ୟ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗିରରୁ ସଂଗୀତା ସିଂଦେଓ, କଳାହାଣ୍ଡିରୁ ମାଲବିକା କେଶରୀ ଦେଓ, ନବରଂଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ତରାଇ, ପୁରୀରୁ ସମ୍ବିତ ପାତ୍ର, ଭୁୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ