Masthead

ଘୋଷଣା ହେଲା ବିଜେପି ଟିକେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭାରତୀୟ ଜନତା ପାର୍ଟି ଆଜି ୫ମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଓଡ଼ିଶାର ମୋଟ ୨୧ ଆସନରୁ ୧୮ ଲୋକସଭା ସିଟ୍‌ରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। ଚର୍ଚ୍ଚିତ ଚେହେରାଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଆସନରୁ ଲଢିବାକୁ ଯାଉଛନ୍ତି । ସେହିପରି ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦଳ କେନ୍ଦ୍ରାପଡାରୁ ଟିକେଟ ଦେଇଛି ।

ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ମୟୂରଭଞ୍ଜରୁ ନବ ଚରଣ ମାଝୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ଭଦ୍ରକରୁ ଅଭିମନୁ୍ୟ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗିରରୁ ସଂଗୀତା ସିଂଦେଓ, କଳାହାଣ୍ଡିରୁ ମାଲବିକା କେଶରୀ ଦେଓ, ନବରଂଗପୁରରୁ ବଳଭଦ୍ର ମାଝୀ, ଜଗତସିଂହପୁରରୁ ବିଭୁ ତରାଇ, ପୁରୀରୁ ସମ୍ବିତ ପାତ୍ର, ଭୁୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, କୋରାପୁଟରୁ କାଲେରାମ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ