Masthead

ଦରବୃଦ୍ଧି ପ୍ରତ୍ୟାହାର ଦାବିରେ ଆଜିଠୁ ରାସ୍ତାକୁ ଓହ୍ଲାଇବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଧବାର ଠାରୁ ରାସ୍ତାକୁ ଓହ୍ଲାଇବ ବିଜେପି । ବୁଜୁଳି ଦର ଵୃଦ୍ଧିକୁ ବିଜେପିର ବିରୋଧ । । ଆଜିଠୁ ସପ୍ତାହବ୍ୟାପୀ ସାରା ରାଜ୍ୟରେ କରିବ ଆନ୍ଦୋଳନ। ଆସନ୍ତା୨୦ ତାରିଖ ପର୍ଯ୍ୟନ୍ତ ଜୋରଦାର ହେବ ପ୍ରତିବାଦ । ସମସ୍ତ ବିଜୁଳି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବେ ଦଳୀୟ ନେତା।

କରୋନା ମହାମାରୀ ସମୟରେ ବହୁ କଷ୍ଟରେ ଜୀବନଯାପନ କରୁଛନ୍ତି ରାଜ୍ୟବାସୀ । ପ୍ରତି ପରିବାରର ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଏପରି ସମୟରେ ରାଜ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ବାରମ୍ବାର ବିଜୁଳି ଦର ବୃଦ୍ଧି ପାଉଛି ବୋଲି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। କରୋନା କାଳରେ ୟୁନିଟ ପିଛା ୫୦ ପଇସାର ଦର ବୃଦ୍ଧି ସମସ୍ତଙ୍କୁ କଷ୍ଟ ଦେଉଛି। ସାରା ଭାରତରେ ଏଟିସି ଲସ ଓ ଟିଡିଟି ଲସ ୧୮ ପ୍ରତିଶତ ରହିଛି। ହେଲେ ଓଡିଶାରେ ୨୯.୭ ଲସ ହେଉଛି । କରୋନା ସମୟରେ ଦୁଇ ଦୁଇ ଥର ବିଜୁଳି ଦର ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି