Masthead

ରତ୍ନଭଣ୍ଡାର ଖୋଲିବା ଦାବି ନେଇ ଗଜପତି ମହାରାଜାଙ୍କୁ ଭେଟିବ ବିଜେପି : ସମୀର ମହାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ଅଗଷ୍ଟ ୪,୨୦୨୩ରେ ରିସଲ୍ୟୁସନ କରି ସରକାର ଓ ହାଇକୋର୍ଟଙ୍କୁ ଅବଗତ କରିଥିଲେ ଯେ ରତ୍ନ ଭଣ୍ଡାର ଖୋଲିବା ପାଇଁ କମିଟି ଗଠନ କରାଯିବ । ସେପ୍ଟେମ୍ବର ୨୯ରେ କମିଟି ଗଠନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଲେ । କିନ୍ତୁ କାହିଁକି ଏ ଯାଏଁ କମିଟି ହୋଇନି ବୋଲି ପ୍ରଶ୍ନ ଉଠାଇଛି ବିଜେପି ।

ପୂର୍ବତନ ମୁଖ୍ୟ ବିଚାରପତି ଦୀପକ ମିଶ୍ର ଓ ଜି.ବି. ପଟ୍ଟନାୟକ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଉ ବୋଲି ବିଜେପି ଦାବି କରିଛି । ୪୫ବର୍ଷ ଧରି ରତ୍ନଭଣ୍ଡାର ଖୋଲାଯାଇନି କି କୌଣସି ଇନଭେଣ୍ଟରୀ କରାଯାଇନାହିଁ । ତୁରନ୍ତ ରତ୍ନଭଣ୍ଡାର ଖୋଲାଯାଇ ଲୋକଙ୍କ ଦ୍ୱନ୍ଦ୍ଵ ଦୂରକରାଯାଉ । ଗଜପତି ମଧ୍ୟ ବିଭିନ୍ନ ସମୟରେ ରତ୍ନ ଭଣ୍ଡାର ଖୋଲିବାକୁ କହୁଛନ୍ତି । ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜାଙ୍କୁ ବିଜେପି ଭେଟି ଏ ସମ୍ପର୍କରେ ଅବଗତ କରିବ ବୋଲି କହିଛନ୍ତି ସମୀର ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ