Masthead

ଇଭିଏମ ମେସିନ ଜାଲିଆତି ରୋକା ନଗଲେ ୪୦୦ ଆସନରେ ଜିତିବ ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଭିଏମ ମେସିନରେ ଜାଲିଆତି । ରୋକା ନଗଲେ ବିଜେପି ୪୦୦ ଆସନରେ ଜିତିପାରେ ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ନେତା ସାମ୍ ପିଟ୍ରୋଡା । ଇଭିଏମରେ ହେଉଥିବା ଜାଲିଆତି ଯଦି ସମାଧାନ କରା ନଯାଏ ତେବେ ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ୪୦୦ରୁ ଅଧିକ ଆସନରେ ଜିତିପାରେ ବୋଲି ସେ କହିଛନ୍ତି । ଇଭିଏମରେ ଜାଲିଆତି ହେଉଥିବା ବାରମ୍ବାର କଂଗ୍ରେସ ସମେତ ବିରୋଧୀ ଦଳମାନେ ଅଭିଯୋଗ କରୁଛନ୍ତି ।

ନିକଟରେ ଅନୁଷ୍ଠିତ ହୋଇଥିବା ବିଧାନସଭା ନିର୍ବାଚନରେ ୩ ରାଜ୍ୟରେ କଂଗ୍ରେସ ପରାଜିତ ହେବା ପରେ ମଧ୍ୟ ଅଧିକାଂଶ ଇଭିଏମ ଉପରେ ବିଶ୍ୱାସ ରଖିଛନ୍ତି । ୧୦୦ ପ୍ରତିଶତ ଭିଭିପିଏଟି କରାଯାଉ ବୋଲ ବିଜେପି ସମେତ ଅନ୍ୟ ଦଳଗୁଡ଼ିକ ଦାବି କରିଆସୁଛନ୍ତି । ସେପଟେ ରାହୁଲ ଗାନ୍ଧୀ ମଣିପୁରର ମୁମ୍ବାଇ ଭାରତ ନ୍ୟାୟ ଯାତ୍ରା କରିବାକୁ ଯାଉଛନ୍ତି । ତେବେ ଏଥିରୁ କେଉଁ ଭଳି ରାଷ୍ଟ୍ର ଗଠନ କରିବାକୁ ଚାହୁଁଛନ୍ତି ବୋଲି ପିଟ୍ରୋଡ଼ା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି