Masthead

ଏସପି ଅଫିସ ଧସେଇ ପଶିଲେ ବିଜେପି କର୍ମୀ

(ବଡ଼ ଖବର ବ୍ୟୁରୋ) କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମାଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ସହିତ ଗିରଫ ଦାବିରେ ଆଜି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ୮ ଜିଲ୍ଲାରେ ଏସପି ଅଫିସ ଘେରାଉ କରାଯାଇଛି । ପୁରୀ , ବାଲେଶ୍ୱର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଗଜପତି, ଜଗତସିଂହପୁର ଓ ଝାରୁସୁଗୁଡ଼ା ଜିଲ୍ଲାରେ ଏସପିଙ୍କ ଅଫିସ ସାମ୍ନାରେ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ତେବେ ପୁରୀରେ ବ୍ୟାରିକେଡ ଭାଙ୍ଗି ଏସପି ଅଫିସକୁ ଧସେଇ ପଶିଥିଲେ । ଏହି ଘଟଣାରେ ବିଜେପି ନେତ୍ରୀ ଉପାସନା ମହାନ୍ତି କହିଛନ୍ତି , ଓଡ଼ିଶାରେ ଝିଅ ଓ ବୋହୂଙ୍କୁ ହତ୍ୟା ନ କରାଯାଉ । ନବୀନ ସରକାର ଏହା ବିରୋଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହାଣ କରନ୍ତୁ । ଗୋବିନ୍ଦ ସାହୁ ଭଳି ଅପରାଧୀକୁ ଦଣ୍ଡ ଦିଆଯାଉ । ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଇସ୍ତଫା ଦିଅନ୍ତୁ, ନ ହେଲେ ଆଗକୁ ଏହି ଲଢେଇ ଜୋରଦାର ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ