Masthead

ଖୁବଶୀଘ୍ର ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା, ଦିଲ୍ଲୀରେ ଚାଲିଛି କସରତ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ସିଟ୍ ପାଇଁ ଦିଲ୍ଲୀରେ ଚାଲିଛି କସରତ୍ ।ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠନ ମହାମନ୍ତ୍ରୀ ମାନଓ ମହାନ୍ତି ଦିଲ୍ଲୀ ଯାଇଛନ୍ତି । ଆଜି ଉଭୟ ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିଛନ୍ତି । ବିଧାନସଭା ପ୍ରାର୍ଥୀ ତାଲିକା ସହ ବାକିଥିବା ୩ ଲୋକସଭା ଆସନ ଯାଜପୁର, କଟକ ଓ କନ୍ଧମାଳ ଟିକେଟ ନେଇ ପ୍ରାର୍ଥୀଙ୍କ ବିଷୟରେ ଆଲୋଚନା ହେବାର ଅଛି ।

ଏପର୍ଯ୍ୟନ୍ତ ଗୋଟିଏ ବି ବିଧାନସଭା ଆସନ ପାଇଁ ହୋଇନଥିବାରୁ ଦିଲ୍ଲୀରେ କସରତ ଚାଲିଛି । ଦିଲ୍ଲୀ ନେତୃତଙ୍କ ସହ ଆଲୋଚନା କରି ଚୂଡାନ୍ତ କରିପାରେ ରାଜ୍ୟ ବିଜେପି । ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୧୦୦ ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିପାରେ । ବିଜେଡି ଗତକାଲି ଦୁଇଟି ପର୍ଯ୍ୟାରେ ବିଧାନସଭା ଓ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା