Masthead

ଆଜି ଦିଲ୍ଲୀରେ ବସୁଛି ବିଜେପି କୋର କମିଟି ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବିଜେପିର କୋର କମିଟି ବୈଠକ । ଆଜି ଦିଲ୍ଲୀରେ ବସୁଛି ବିଜେପି କୋର କମିଟି ବୈଠକ । ବୈଠକରେ ସାମିଲ ହେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ । ଲୋକସଭା ଆସନ ନେଇ ହେବେ ଆଲୋଚନା । ୟୁପି, ଓଡ଼ିଶା, ପଶ୍ଚିମବଙ୍ଗ ଆସନ ଉପରେ ହୋଇପାରେ ନିଷ୍ପତ୍ତି । ୨ଟି ପର୍ୟ୍ୟାୟରେ ପ୍ରାର୍ଥୀ ତାଲିକା ଦେଇଛି ବିଜେପି । ଏପର୍ଯ୍ୟନ୍ତ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିନି ବିଜେପି । ଶନିବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନିର୍ବାଚନ କମିଟି ବୈଠକ ବସିଥିଲେ । ଏଥିରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା କୁହାଯାଇଛି । ଗତକାଲି ମଧ୍ୟ ବିଜେପିକାର୍ଯ୍ୟାଳୟରେ ବରିଷ୍ଠ ନେତାମାନେ ବସି ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ