Masthead

ବିଜେପିର ଟିକେଟ କସରତ, ଆଜି ଘୋଷଣା ହୋଇପାରେ ବିଧାନସଭା ଟିକେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ବିଜେପିର ଟିକେଟ କସରତ । ଆଜି ଘୋଷଣା ହୋଇପାରେ ବିଧାନସଭା ଟିକେଟ । ବିଳମ୍ବିତ ରାତି ଯାଏଁ ଦିଲ୍ଲୀ ସ୍ଥିତ ଦଳୀୟ ମୁଖ୍ୟାଳୟରେ କୋର କମିଟି ବୈଠକ । ଓଡ଼ିଶାର ୩ ଲୋକସଭା ଓ ବିଧାନସଭା ସିଟ ପାଇଁ ମାନସ ମନ୍ଥନ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକରେ ଯୋଗ ଦେଇଛନ୍ତି ଅମିତ ଶାହ । ବୈଠକରେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ। ବଳକା ଆସନଗୁଡ଼ିକ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇପାରେ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ