Masthead

ଖୁବଶୀଘ୍ର ଆସିବ ବିଜେପିର ବାକି ଥିବା ପ୍ରାର୍ଥୀ ତାଲିକା: ବିଜୟପାଲ୍‌ ସିଂ ତୋମର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଖୁବ ଶୀଘ୍ର ଆସିବ ବିଜେପି ପ୍ରାର୍ଥୀ ତାଳିକା ।  ବିଜେପି ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା । ୨୦ ତାରିଖ ପୂର୍ବରୁ ସମସ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ । ହେବ’ଗୋଟିଏ ଆସନ ପାଇଁ ପ୍ରାର୍ଥୀ ବଦଳି ପାରନ୍ତି ବୋଲି କହିଲେ ତୋମର ।  ସଂରକ୍ଷୀତ ଆସନରେ ତ୍ରୁଟି ଯୋଗୁଁ ସେଠି ପ୍ରାର୍ଥୀ ତାଳିକା ବଦଳିପାରେ । ସେହିପରି ଦଳୀୟ କାର୍ଯ୍ୟାଳୟରେ ଆସନ୍ତୁଷ୍ଟ ବିଦ୍ରୋହକୁ ନେଇ କହିଛନ୍ତି । ଆଶାୟୀ ପ୍ରାଥୀ ଦଳୀୟ କାର୍ଯ୍ୟାଳୟରେ ଟିକେଟ ପାଇଁ ଦାବି କରିବା ନୂଆ କଥା ନୁହଁ ।  ସମସ୍ତେ ଦଳ ବିଚାର ଧାରା ସହ ଜଡିତ, ସମସ୍ତେ ଆମ ସାଙ୍ଗରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ