Masthead

ଆଜିଠୁ ବିଜେପିର ମହା ଜନ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ବିଜେପିର ମହା ଜନ ସମ୍ପର୍କ ଅଭିଯାନ । ରାଜସ୍ଥାନର ଆଜମିରରୁ ଏହି ଜନ ସମ୍ପର୍କ ଅଭିଯାନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୫୪୩ ଲୋକସଭା ଆସନ ଅଞ୍ଚଳରେ ଏହି ମହା ଅଭିଯାନ ଚାଲିବ । ଆଜିଠାରୁ ଆରମ୍ଭ ହେଉଥିବା ଏହି ମହା ଅଭିଯାନ ଜୁନ ୩୦ରେ ସରିବ । ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହେବାକୁ ଥିବା ଏହି ମହା ଅଭିଯାନରେ ଲୋକଙ୍କୁ କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ ଅବଗତ କରାଯିବ ।

ସମଗ୍ର ଦେଶରେ ୫୧ଟି ବଡ ଧରଣର ରାଲି, ୫୦୦ ସଭା ଓ ୬୦୦ରୁ ଅଧିକ ସାମ୍ବାଦିକ ସମ୍ମିଳନୀ କରାଯିବ । ୫୦୦ ଲୋକସଭା ଓ ୪୦୦ ବିଧାନସଭା ନିର୍ବାଚନ ମଣ୍ଡଳିର ୫ଲକ୍ଷ ପରିବାରଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଡା ଯିବ । ବିଜେପିର ୨୮୮ ଟପ ନେତା, ୧୬ ଲକ୍ଷ ଦଳୀୟ କର୍ମକର୍ତ୍ତା କାର୍ଯ୍ୟକ୍ରମରେ ଯୋଡି ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ