Masthead

ବିଜେପିର ନୂଆ ରାଜ୍ୟ ସଭାପତି ମନମୋହନ ସାମଲ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପିର ନୂଆ ରାଜ୍ୟ ସଭାପତି ହୋଇଛନ୍ତି ମନମୋହନ ସାମଲ । ଅଚାନକ ଦଳ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି । ନିର୍ବାଚନର ଠିକ୍ ବର୍ଷକ ପୂର୍ବରୁ ସମୀର ମହାନ୍ତିଙ୍କ ଜାଗାରେ ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି କରିଛି ବିଜେପି । ସମୀରଙ୍କ ନେତୃତ୍ୱରେ ଦଳ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଫଳ ହୋଇଥିଲା । ତେବେ ଧାମନଗର ଉପନିର୍ବାଚନରେ ବିଜୟୀ ହୋଇଥିଲା ।

ସମୀରଙ୍କ ନେତୃତ୍ୱରେ ଦଳ ୨୦୨୪ ନିର୍ବାଚନ ଲଢିବ ବୋଲି କୁହାଯାଉଥିଲା । ହେଲେ ସମୀରଙ୍କ ଜାଗାରେ ମନମୋହନଙ୍କ ନେତୃତ୍ୱରେ ନିର୍ବାଚନ ଲଢିବାକୁ ବିଜେପି ନିଷ୍ପତ୍ତି ନେଇଛି । ମନମୋହନ ସାମଲ ପୂର୍ବରୁ ମଧ୍ୟ ଦଳର ରାଜ୍ୟ ସଭାପତି ଥିଲେ । ଏହା ସହ ମେଣ୍ଟ ସରକାରରେ ସେ କ୍ୟାବିନେଟ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ