Masthead

ରାଜ୍ୟରେ ବିଜେପିର ନୂଆ ଟିମ ଘୋଷଣା

ଭୁବନେଶ୍ୱର ମନମୋହନ ସାମଲଙ୍କ ନୂଆ ଟିମ ଘୋଷଣା । ରାଜ୍ୟରେ ବିଜେପିର ନୂଆ ଟିମ ଘୋଷଣା । ପରିବର୍ତ୍ତନ ହେଲେ ରାଜ୍ୟ ଯୁବ ଓ ମହିଳା ସଭାପତି । ୩୫ ଜଣିଆ ତାଲିକା ଘୋଷଣା କଲେ ମନମୋହନ ସାମଲ । ତାଲିକାରେ ୧୦ ଜଣ ଉପସଭାପତି ଓ ୫ ଜଣ ସାଧାରଣ ସମ୍ପାଦକ ସାମିଲ । ଉପସଭାପତି- ନାଉରୀ ନାୟକ, ଅପରାଜିତା ଷଡ଼ଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପତ୍ର, ଗୋଲକ ମହାପତ୍ର, କୁସୁମ ଟେଟେ, ଲେଖାଶ୍ରୀ ସାମନ୍ତସିଂହାର, ସୁକେଶି ଓରାମ, ବିରଞ୍ଚିନାରାୟଣ ତ୍ରିପାଠୀ ସାମିଲ ।

ଅଭିଳାଷ ପଣ୍ଡା ହେଲେ ଯୁବ ମୋର୍ଚ୍ଚା ସଭାପତି । ଐଶ୍ୱର୍ଯ୍ୟା ବିଶ୍ୱାଳ ହେଲେ ମହିଳା ସଭାନେତ୍ରୀ । ଭୃଗୁ ଓ ପୃଥିବୀଙ୍କ ନୂଆ ଲିଷ୍ଟରେ ନାହିଁ ସ୍ଥାନ । କିଷାନ ମୋର୍ଚ୍ଚା ସଭାପତି ହେଲେ ମହେଶ୍ୱର ସାହୁ । ଏସଟି ମୋର୍ଚ୍ଚା ନିତ୍ୟାନନ୍ଦ ଗଣ୍ଡ, ଏସସି ମୋର୍ଚ୍ଚା- ବିଭୁ ପ୍ରସାଦ ତରାଇ । ଓବିସି ମୋର୍ଚ୍ଚା ସଭାପତି ଭାବେ ସୁରଥ ବିଶ୍ୱାଳଙ୍କୁ ଦିଆଗଲା ଦାୟିତ୍ୱ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ