Masthead

ଭର୍ଚୁଆଲ ମୋଡକୁ ବିଜେପିର ବିରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିଧାନସଭା ଅଧିବେଶନରେ ଭର୍ଚୁଆଲ ମୋଡକୁ ବିଜେପି ବିରୋଧ କରିଛି । ଅନ୍ୟ ରାଜ୍ୟରେ ନୁହେଁ, ଓଡ଼ିଶା ରେ କଣ ପାଇଁ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି। ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ ବୋଲି କହିଛନ୍ତି ଜୟନାରାୟଣ । ପାର୍ଲିଆମେଣ୍ଟ କିମ୍ବା ଅନ୍ୟ କୌଣସି ବିଧାନସଭାରେ ଭର୍ଚୁଆଲ ବ୍ୟବସ୍ଥା ନାହିଁ। ଓଡ଼ିଶା ବିଧାନସଭା ରେ କାହିଁକି ?ତାଙ୍କର ସଂଖ୍ୟା ଗରିଷ୍ଠତା ପାଇଁ ତାଙ୍କୁ ଗୁରୁତ୍ଵ ଦେଉଛନ୍ତି ବାଚସ୍ପତି । ତ ଆମେ କାହିଁକି ରହିବୁ । ଆମ କଥା ତ ବାଚସ୍ପତି ଶୁଣୁନାହାନ୍ତି ବୋଲି ସଙ୍ଗିନ ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ