Masthead

ଭର୍ଚୁଆଲ ମୋଡକୁ ବିଜେପିର ବିରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିଧାନସଭା ଅଧିବେଶନରେ ଭର୍ଚୁଆଲ ମୋଡକୁ ବିଜେପି ବିରୋଧ କରିଛି । ଅନ୍ୟ ରାଜ୍ୟରେ ନୁହେଁ, ଓଡ଼ିଶା ରେ କଣ ପାଇଁ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି। ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ ବୋଲି କହିଛନ୍ତି ଜୟନାରାୟଣ । ପାର୍ଲିଆମେଣ୍ଟ କିମ୍ବା ଅନ୍ୟ କୌଣସି ବିଧାନସଭାରେ ଭର୍ଚୁଆଲ ବ୍ୟବସ୍ଥା ନାହିଁ। ଓଡ଼ିଶା ବିଧାନସଭା ରେ କାହିଁକି ?ତାଙ୍କର ସଂଖ୍ୟା ଗରିଷ୍ଠତା ପାଇଁ ତାଙ୍କୁ ଗୁରୁତ୍ଵ ଦେଉଛନ୍ତି ବାଚସ୍ପତି । ତ ଆମେ କାହିଁକି ରହିବୁ । ଆମ କଥା ତ ବାଚସ୍ପତି ଶୁଣୁନାହାନ୍ତି ବୋଲି ସଙ୍ଗିନ ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି