Masthead

ପ୍ଲାକାର୍ଡ ଧରି ବିଜେପିର ବିକ୍ଷୋଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ନବ ଦାସ ହତ୍ୟା ଏବଂ ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପିର ବିକ୍ଷୋଭ । ପ୍ଲାକାର୍ଡ ଧରି ରାଜଭବନ ସାମ୍ନାରେ ବିକ୍ଷୋଭ କରୁଛି ବିଜେପି । ମୁଖ୍ୟମନ୍ତ୍ରୀ ଗାଦି ଛାଡ, ମନ୍ତ୍ରୀ ହତ୍ୟାକାରୀ ମୁଖ୍ୟମନ୍ତ୍ରୀ ଲେଖାଥିବା ପ୍ଲାକାର୍ଡ ଧରି ଧାରଣାରେ ବସିଛନ୍ତି ବିଜେପି ନେତା ଓ କର୍ମୀ । ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରିଛି । ମନ୍ତ୍ରୀ ନବ ଦାସଙ୍କ ଭଳି ଜୟନାରାୟଣ ମିଶ୍ରଙ୍କୁ ହତ୍ୟା କରିବାକୁ ଯୋଜନା କରାଯାଇଥାଇପାରେ ବୋଲି ଅଭିଯୋଗ କରିଛି ବିଜେପି । ୧୪ ତାରିଖରୁ ବିଜେପି ପକ୍ଷରୁ ଏନେଇ ବିକ୍ଷୋଭ କରାଯାଇଥିବା ବେଳେ ଆଜି ତିନି ଦିନରେ ପହଞ୍ଚିଛି । ତେବେ ଏନେଇ ବିଜେପି ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ