Masthead

ଆବାସ ଦୁର୍ନୀତି ପ୍ରତିବାଦରେ ବିଜେପିର ରଣହୁଙ୍କାର

କେନ୍ଦ୍ରାପଡ଼ା(ବଡ଼ ଖବର): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗରେ ଆଜି ଆଳି ବିଜେପି ପକ୍ଷରୁ ରାଜକନିକା ବ୍ଲକ ଘେରାଉ କରାଯାଇଛି । ରାଜକନିକା କନିକା ମେଳଣ ପଡିଆ ଠାରୁ ବିଜେପିର ଏକ ବିଶାଳ ଶୋଭାଯାତ୍ରା ବାହାରି କଣ୍ଟପଡା ବଜାର ଅତିକ୍ରମ କରି ରାଜକନିକା ବ୍ଲକ ସମ୍ମୁଖରେ ପହଁଛି ବିକ୍ଷୋଭ କରିବା ସହ ନାରାବଜି କରିଥିବା ଦେଖିବାକୁ ମିଳିଛି । ଏନେଇ ବିଜେପି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା